ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍, ତେହରାନ କହିଲା ଆମ ପାଖରେ… ଓ୍ବାଶିଂଟନ/ତେହରାନ୍,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି ରହିଥିବା ଇରାନୀୟ ତୈଳ ବିକ୍ରି ଉପରୁ ସାମୟିକ ଭାବେ କଟକଣା ହଟାଇଛି। ମାସକ…