ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼ ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି। ଏହି ଆକ୍ରମଣରେ ଏପର୍ଯ୍ୟନ୍ତ କୌଣସି କ୍ଷତିର ରିପୋର୍ଟ ନାହିଁ। ଇରାନୀ ସମ୍ବାଦ ଖବର…