ତେହରାନ୍/ଓ୍ବାଶିଂଟନ୍,୧୯ା୬: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ବୁଧବାର ଷଷ୍ଟ ଦିନରେ ପହଞ୍ଚତ୍ଛି। ଏଥିସହ ଇସ୍ରାଏଲ୍ ଆକ୍ରମଣରେ ଇରାନ୍ରେ ମୃତ୍ୟୁସଂଖ୍ୟା ୬୦୦ ଅତିକ୍ରମ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ତେହରାନ୍କୁ ନିଃସର୍ତ୍ତ…