ଇରାନ ପ୍ରତିରକ୍ଷା ମନ୍ତ୍ରଣାଳୟ ସମେତ ୧୫୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ ଜେରୁଜେଲମ,୧୫।୬: ଶନିବାର ବିଳମ୍ବିତ ରାତିରେ ଇରାନ ଏବଂ ଇସ୍ରାଏଲ ପରସ୍ପର ଉପରେ ପୁଣି ଥରେ ଆକ୍ରମଣ କରିଛନ୍ତି। ଉଭୟ ପରସ୍ପର ଉପରେ ଅନେକ କ୍ଷେପଣାସ୍ତ୍ର ମାଡ଼ କରିଛନ୍ତି। ଦୁଇ ଦେଶ ମଧ୍ୟରେ ସଂଘର୍ଷ ୪୮ ଘଣ୍ଟା ଧରି ଚାଲିଛି। ଇସ୍ରାଏଲ...