ସୁଡ଼ଙ୍ଗରେ ଭରି ରହିଛି ଇରାନର ବିପୁଳ ଯୁଦ୍ଧାସ୍ତ୍ର ତେହରାନ୍,୩ା୩: ଇରାନ ଗପ୍ତରେ ଏହାର ଭୂତଳ ଅସ୍ତ୍ର ଭଣ୍ଡାର ଏବଂ ସୁଡ଼ଙ୍ଗରେ ବିପୁଳ ଅସ୍ତ୍ରଶସ୍ତ୍ର ମହଜୁଦ ରଖିଛି। ସୋମବାର ଇରାନ ସେନା(ଆଇଆର୍ଜିସି) ପକ୍ଷରୁ ଏହାର ଏକ ଭିଡିଓ ଫୁଟେଜ୍ ଜାରି କରାଯାଇଛି। ଏହି ଫୁଟେଜ୍ରେ ଅନେକ ଶହ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର…