ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା… ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍ଲି ଅଫ୍ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି ସମୟ ମଧ୍ୟରେ ହ୍ବାଇଟ୍ ହାଉସ୍ରେ ରହିବେ। ଉଚ୍ଚସ୍ତରୀୟ ରୁଦ୍ଧଦ୍ୱାର ବୈଠକର ଅଧ୍ୟକ୍ଷତା କରିବେ।…