IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍ରେ କରନ୍ତୁ ରିସେଟ୍ ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା ହୋଇ ଟିକେଟ ବୁକ କରୁଥିଲେ, ହେଲେ ଏବେ ଅଧିକାଂଶ ଯାତ୍ରୀ ଘରେ ବସି…