ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ ବେଲ୍ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍ ଅପ୍ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ୧ରନରେ ଭାରତକୁ ହରାଇ…