ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି
କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ ପାଇଁ ମୋଟ୍ ୨ କୋଟି ୮୩ ଲକ୍ଷ ୪ ହଜାର ୬୨୫ ଟଙ୍କାର…

