୨୦୩୬ ସୁଦ୍ଧା ଓଡ଼ିଶାର ୯୦% ଚାଷଜମିକୁ ମିଳିବ ଜଳସେଚନ ସୁବିଧା ଭୁବନେଶ୍ବର,୨୨ା୧: ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିବା ପାଇଁ ଚାଷ ଜମିକୁ ଜଳସେଚନ ଗୁରୁତ୍ୱପୂର୍ଣ୍ଣ। ଗୁରୁବାର ସ୍ଥାନୀୟ ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ‘ପାଣି ପଞ୍ଚାୟତ ପକ୍ଷ-୨୦୨୬’ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା…