ମେଗା ଜଳସେଚନ ଯୋଜନାରୁ ବାଦ୍ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍ ଦିଆଯାଇଥିବା ପ୍ରତିବାଦରେ ଗାଁର ଚାଷୀକୁଳ ମେଳି ବାନ୍ଧିଛନ୍ତି। ଗୁରୁବାର ପୂର୍ବତନ ସରପଞ୍ଚ କେ.ସଞ୍ଜୀବ ରେଡ୍ଡୀଙ୍କ…