IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, କେହି ନଥିବା ବେଳେ ଯୁବତୀଙ୍କୁ ସରକାରୀ କ୍ୱାର୍ଟର୍ସରେ ବଳାତ୍କାର ଭୁବନେଶ୍ୱର,୨୨।୨: ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ ରେକର୍ଡିଂ କରି ଭାଇରାଲ କରିବାକୁ ଧମକ ଦେଇଥିବା ନେଇ ଜଣାପଡିଛି । ଅଭିଯୋଗ…