ଟି-୨୦ ବିଶ୍ୱକପ୍ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର ଓଭର କେବେ ଖେଳାଯାଇଥିଲା, ଏହି ନିୟମ କିପରି ଆରମ୍ଭ ହୋଇଥିଲା। ଅନ୍ତର୍ଜାତୀୟ କ୍ରିକେଟ୍ରେ…