ISC Paper Postponed: ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷା ବାତିଲ୍ ନୂଆଦିଲ୍ଲୀ,୨୬।୨: କାଉନସିଲ ଫର୍ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (CISCE) ପକ୍ଷରୁ ସୋମବାର ଫେବୃଆରୀ ୨୬ରେ ଧାର୍ଯ୍ୟ ହୋଇଥିବା ରସାୟନ ବିଜ୍ଞାନ ପେପରକୁ ବାତିଲ୍ କରାଯାଇଛି। ‘ଅପ୍ରତ୍ୟାଶିତ ପରିସ୍ଥିତି’ କାରଣରୁ ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷା ରଦ୍ଦ ହୋଇଛି। ପରିଷଦ...