ଅଦିନିଆ ରଥଯାତ୍ରା ନେଇ ଆଇନ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ବନ୍ଦ ନ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ୱର,୧୬।୬: ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ ନେଇ ରାଜ୍ୟ ଆଇନ ମନ୍ତ୍ରୀ କଡ଼ା ଚେତାବନୀ ଜାରି କରିଛନ୍ତି। ଗଜପତି ମହାରାଜା ଇସ୍କନ୍କୁ ଚିଠି ଲେଖି ଏହା ଆୟୋଜନ ନ କରିବାକୁ ବାରଣ କରିସାରିଥିବା ସେ ସୂଚନା ଦେଇଛନ୍ତି। ମନ୍ତ୍ରୀ...