Tag Archives: Ishan Kishan

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ ଉପସ୍ଥିତିକୁ ଦୃଷ୍ଟିରେ ରଖି ବୈଭବ ସୂର୍ଯ୍ୟବଂଶୀ ଏବଂ ଇଶାନ କିଶନଙ୍କ ଆତିଥ୍ୟ ପାଇଁ…

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ମଧ୍ୟ ସାମିଲ ଥିଲେ। ବ୍ୟାଟିଂ ପାଇଁ ପୂର୍ବରୁ ଚର୍ଚ୍ଚିତ ହୋଇଥିବା ବୈଭବ ଏଥର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା ପାଇଁ ଦର୍ଶକମାନେ ସେଠାରେ ଭିଡ଼ ଜମାଇଥିଲେ, କିନ୍ତୁ ପରିଣାମସ୍ବରୂପ ଇଶାନ କିଶାନଙ୍କ ଏକ…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ମଧ୍ୟ ଟିମ ଇଣ୍ଡିଆ ଏହାର ପ୍ରତିଷ୍ଠିତ ଲାଇନଅପକୁ ଖେଳିଥିଲା, କିନ୍ତୁ…

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍ କମିନ୍ସ ଆହତ କାରଣରୁ ପ୍ରାରମ୍ଭିକ କିଛି ମ୍ୟାଚ୍‌ରୁ ବାଦ୍ ପଡ଼ିଥିବାରୁ, ତାଙ୍କ ସ୍ଥାନରେ…

ସଞ୍ଜୁ ସାମସନ, ଇଶାନ କିଶାନଙ୍କୁ ନେଇ ବଡ଼ ବୟାନ ଦେଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ,୧୪।୩: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ ସଞ୍ଜୁ ସାମସନ ଏବଂ ଇଶାନ କିଶାନ ଚମତ୍କାର ପ୍ରଦର୍ଶନ କରିଥିଲେ ଯାହା ଟୁର୍ଣ୍ଣାମେଣ୍ଟକୁ ରୋଚକ କରାଇ ଦେଇଥିଲା। ଏହି…

ସେମିଫାଇନାଲ୍‌ ପୂର୍ବରୁ ସିଦ୍ଧିବିନାୟକଙ୍କ ଶରଣ ପଶିଲେ ଭାରତୀୟ ଖେଳାଳି

ମୁମ୍ବାଇ,୪।୩: ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ମ୍ୟାଚ ପୂର୍ବରୁ, ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରକୁ ଆଶୀର୍ବାଦ ନେବାକୁ ଯାଇଥିଲେ। ମାର୍ଚ୍ଚ ୫ରେ ୱାଙ୍ଖେଡେ ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ବଡ଼ ମ୍ୟାଚ ପୂର୍ବରୁ, ଇଶାନ କିଶାନ,…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ ପଛରେ ପକାଇ ୮ ନମ୍ବର ସ୍ଥାନରେ ପହଞ୍ଚିଛନ୍ତି। ଟି-୨୦ ବିଶ୍ୱକପରେ ଏପର୍ଯ୍ୟନ୍ତ ଖାତା…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି ମହମୁକାବିଲାରେ ଭାରତ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଛି। କଲମ୍ବୋର ଆର. ପ୍ରେମଦାସା…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର ୨୭ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂର୍ଣ୍ଣ କରି ଭାରତକୁ ଏକ ଦୃଢ ସ୍ଥିତିରେ…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାର ମୁକାବିଲା କରିଥିଲା। ଟିମ ଇଣ୍ଡିଆ ପାଇଁ ଅଭିଷେକ ଶର୍ମା…

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ ଶେଷ ଥର ପାଇଁ ୨୮ ନଭେମ୍ବର, ୨୦୨୩ ରେ ଟିମ ଇଣ୍ଡିଆ ପାଇଁ ଖେଳିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?