ଜ୍ୟୋତିଙ୍କୁ ନେଇ ମୁହଁ ଖୋଲିଲେ ବାପା: କହିଦେଲେ ବଡ଼ କଥା, ମୋ ଝିଅର…
ନୂଆଦିଲ୍ଲୀ,୨୨।୫: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଚାରି ଦିନିଆ ପୋଲିସ ରିମାଣ୍ଡରେ ପଠାଇ ଦିଆଯାଇଛି। ଗୁରୁବାର ଜ୍ୟୋତିଙ୍କୁ ହିସାର ଜିଲା କୋର୍ଟରେ ହାଜର କରାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ, ଜ୍ୟୋତିଙ୍କ ବାପା ହରିଶ ମାଲହୋତ୍ରାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି,...