ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’ ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍ ହୋଇଛି । ପାକିସ୍ତାନ ଦ୍ୱାରା ଆୟୋଜିତ ଇରାନ ସହିତ ୨୧ ଘଣ୍ଟାର ଆଲୋଚନା…