ଶେଷରେ କ୍ରିକେଟ ଦୁନିଆକୁ ଏଣ୍ଟ୍ରି କଲେ ସଲମାନ, ଏହି ଫ୍ରାଞ୍ଚାଇଜିର ହେଲେ ମାଲିକ ନୂଆଦିଲ୍ଲୀ,୨୫।୬: ଦେଶର ପ୍ରଥମ ଏବଂ ସର୍ବବୃହତ ଟେନିସ-ବଲ T10 କ୍ରିକେଟ ଲିଗ – ଇଣ୍ଡିଆନ ଷ୍ଟ୍ରିଟ ପ୍ରିମିୟର ଲିଗ (ISPL ସିଜିନ ୩) ଏହାର ତୃତୀୟ ସିଜିନ ପୂର୍ବରୁ ଏକ ବଡ଼ ଘୋଷଣା କରିଛି। ବଲିଉଡ ସୁପରଷ୍ଟାର ସଲମାନ ଖାନ ଏବେ…