ଇସ୍ରାଏଲ-ଆମେରିକା ଆକ୍ରମଣରେ କେବଳ ଖାଇନେଇ ନୁହେଁ, ପରିବାରର ଅନେକ ସଦସ୍ୟ ନିହତ ଜେରୁଜେଲମ,୧।୩: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ, ଏବେ ଖବର ଆସିଛି ଯେ ତାଙ୍କ ପରିବାରର ଅନେକ ସଦସ୍ୟ ମଧ୍ୟ ନିହତ ହୋଇଛନ୍ତି। ଇରାନର ସରକାରୀ ଗଣମାଧ୍ୟମ ରିପୋର୍ଟ କରିଛି ଯେ ଇସ୍ରାଏଲୀ ଏବଂ ଆମେରିକୀୟ ମିଳିତ…