ଇରାନ ବିରୋଧରେ ଲଢିବାକୁ ପ୍ରତିଦିନ ଏତିକି ଟଙ୍କା ଖର୍ଚ୍ଚ କରୁଛି ଇସ୍ରାଏଲ୍: ଜାଣିଲେ ହେବେ ଆଶ୍ଚର୍ଯ୍ୟ ଜେରୁଜେଲମ,୨୦।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଗତ ୮ ଦିନ ଧରି ଯୁଦ୍ଧ ଚାଲିଛି। ଉଭୟ ଦେଶ ପରସ୍ପର ଉପରେ ମିଶାଇଲ୍, ଡ୍ରୋନ ଏବଂ ଲଢ଼ୁଆ ବିମାନ ସାହାଯ୍ୟରେ ଆକ୍ରମଣ କରୁଛନ୍ତି। ଇସ୍ରାଏଲ ଗାଜାରେ ହମାସ ସହିତ ଯୁଦ୍ଧ ଜାରି...