ଇସ୍ରାଏଲ୍ ସଂସଦରେ ମୁହାଁମୁହିଁ ନେତନ୍ୟାହୁଙ୍କ ପତ୍ନୀ-ପୂର୍ବତନ PM, ଭିଡିଓ ଭାଇରାଲ୍
ଜେରୁଜେଲମ୍,୧୧।୧୧: ଇସ୍ରାଏଲ୍ ସଂସଦ (ନେସେଟ୍)ରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଭାଷଣ ସମୟରେ ଅପ୍ରିତିକର ପରିସ୍ଥିତି ଦେଖିବାକୁ ମିଳିଛି । ନେତନ୍ୟାହୁଙ୍କ ପତ୍ନୀ ସାରା ନେତନ୍ୟାହୁ ଓ ତାଙ୍କର ପ୍ରମୁଖ ରାଜନୈତିକ ବିରୋଧୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ନଫତାଲି ବେନେଟ୍ଙ୍କ ମଧ୍ୟରେ ତୀବ୍ର…

