ଇରାନରୁ ଏସବୁ ଜିନିଷ କିଣେ ଭାରତ, ଯୁଦ୍ଧ ଭିତରେ ବଢିଯିବ ଖଜୁରୀ, ପିସ୍ତା ଓ ଫଳ… ନୂଆଦିଲ୍ଲୀ,୧।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ କେବଳ ସେହି ଅଞ୍ଚଳରେ ସୀମିତ ନୁହେଁ, ବରଂ ସମଗ୍ର ବିଶ୍ୱ ଅର୍ଥନୀତିରେ ଅନୁଭୂତ ହେଉଛି। ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣ ପରେ ଇରାନର ପ୍ରତିଶୋଧମୂଳକ କାର୍ଯ୍ୟ ପରିସ୍ଥିତିକୁ ଆହୁରି ଖରାପ କରିଛି। ଏହି କାର୍ଯ୍ୟରେ…