ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ…. ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା ପାଇଁ ସତର୍କ କରାଯାଇଛି । ନେଚତ୍ ସେମାନଙ୍କର ଜୀବନ ବିପଦରେ ପଡିପାରେ ବୋଲି…