Tag Archives: Israel

ଇସ୍ରାଏଲ ଆକ୍ରମଣରେ ଇରାନରେ ୨୨୪ରୁ ଅଧିକ ମୃତ, ଟ୍ରମ୍ପ ଦେଲେ ବଡ ଚେତାବନୀ…

ତେହେରାନ, ୧୬।୬: ଇସ୍ରାଏଲ ଓ ଇରାନ ମଧ୍ୟରେ ଚାଲିଥିବା ତୀବ୍ର ସଂଘର୍ଷ ମଧ୍ୟପ୍ରାଚ୍ୟରେ ଏକ ବୃହତ୍ ଯୁଦ୍ଧର ଆଶଙ୍କାକୁ ବୃଦ୍ଧି କରିଛି। ଇସ୍ରାଏଲର ସାମରିକ ବାହିନୀ ଶୁକ୍ରବାରଠାରୁ ଇରାନର ପରମାଣୁ କେନ୍ଦ୍ର, ସାମରିକ ଅବସ୍ଥାନ ଏବଂ ତୈଳ ବିଶୋଧନାଗାର ଉପରେ ନିରନ୍ତର…

‘ଆକ୍ରମଣ ବନ୍ଦ ହେବନି, ବରବାଦ ହେବ ଇରାନ’, କିଛି ବଡ଼ ଘଟଣା ଘଟାଇବ କି ଇସ୍ରାଏଲ?

ଜେରୁଜେଲମ,୧୫।୬: ରବିବାର ଇସ୍ରାଏଲ ଏବଂ ଇରାନ ପରସ୍ପର ଉପରେ ନୂଆ ଆକ୍ରମଣ ଆରମ୍ଭ କରି ଏକ ବ୍ୟାପକ ସଂଘର୍ଷର ଆଶଙ୍କା ସୃଷ୍ଟି କରିଛି। ବିଶ୍ୱର ସର୍ବବୃହତ ଗ୍ୟାସ କ୍ଷେତ୍ର ଉପରେ ଆକ୍ରମଣ କରି ଇସ୍ରାଏଲ ଇରାନ ବିରୁଦ୍ଧରେ ତା’ର ଆଶ୍ଚର୍ଯ୍ୟଜନକ ଅଭିଯାନକୁ…

ଇରାନକୁ ବହୁମୂଲ୍ୟ ଦେବାକୁ ପଡ଼ିବ: ଇସ୍ରାଏଲ୍‌

ଜେରୁଜେଲମ/ତେହରାନ୍‌,୧୫ା୬: ଇରାନ୍‌ ଓ ଇସ୍ରାଏଲ୍‌ ମଧ୍ୟରେ ବହୁ ବର୍ଷ ଧରି କୁହୁଳୁଥିବା ଧୂଅଁା ଏବେ ନିଅଁାର ରୂପ ନେଇ ବ୍ୟାପିବାରେ ଲାଗିଛି। ୨୦୨୩ ଅକ୍ଟୋବର ୭ରୁ ହାମାସ୍‌ ସହ ଯୁଦ୍ଧରତ ଥିବା ଇସ୍ରାଏଲ୍‌ ଜୁନ୍‌ ୧୩ରେ ଇରାନ୍‌ ଉପରେ ଅତର୍କିତ ଆକ୍ରମଣ…

ଇରାନ ଉପରେ ଆକ୍ରମଣ ପରେ ହଠାତ୍‌ ମୋଦିଙ୍କୁ ଫୋନ୍‌ କଲେ ନେତାନ୍ୟାହୁ: କହିଦେଲେ ଏମିତି କଥା

ତେଲ ଅଭିଭ,୧୪।୬: ଇରାନ ଉପରେ ଆକ୍ରମଣ ପରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ ଏବଂ ତାଙ୍କୁ ସମଗ୍ର ପରିସ୍ଥିତି ବିଷୟରେ ଅବଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ନିଜେ ନେତାନ୍ୟାହୁଙ୍କ ଫୋନ…

ଇସ୍ରାଏଲ ଯୁଦ୍ଧ ଅନ୍ତରାଳେ

ଇସ୍ରାଏଲର ରାଜଧାନୀ ତେଲ୍‌ ଆଭିଭର ରାସ୍ତାରେ କଫି ଓ ବ୍ରେଡ୍‌ ରୋଲ୍‌ର ଆନନ୍ଦ ନେଉଥିବା ନାଗରିକମାନେ ସେମାନଙ୍କଠାରୁ ୬୯ କି.ମି. ଦୂରରେ ଥିବା ଗାଜାର ଲୋକଙ୍କ ଉପରେ ହେଉଥିବା ବୋମାମାଡ଼ ଓ ଗୁଳିଗୋଳା ବର୍ଷଣ ସମ୍ପର୍କରେ ଚିନ୍ତା କରିବା କଷ୍ଟକର। ପୃଥିବୀରେ…

ଗାଜାକୁ ନର୍କ କରିଦେଲା ଇସ୍ରାଏଲ୍‌: ୫୦ ହଜାର ଟପିଲା ମୃତ୍ୟୁସଂଖ୍ୟା

ଦେଇର୍‌-ଅଲ୍‌ ବଲାହ,୨୩ା୩: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ର ଦକ୍ଷିଣ ଭାଗରେ ଚଳାଇଥିବା ଏୟାରଷ୍ଟ୍ରାଇକ୍‌ରେ ହମାସ୍‌ର ବରିଷ୍ଠ ରାଜନୈତିକ ନେତାଙ୍କ ସମେତ ୩୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅନେକ ମହିଳା ଓ ଛୋଟ ପିଲା ରହିଛନ୍ତି। ଲୋକମାନଙ୍କୁ…

ଗାଜାରେ ଇସ୍ରାଏଲର ଭୟଙ୍କର ଆକ୍ରମଣ: ୧୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ,୧୮ା୩: ମଙ୍ଗଳବାର ପ୍ରତ୍ୟୁଷରେ ଇସ୍ରାଏଲୀ ସେନା ଗାଜା ଷ୍ଟ୍ରିପ୍ ଉପରେ ଏକ ବଡ଼ ଧରଣର ଆକ୍ରମଣ ଆରମ୍ଭ କରିଛି। ଯାହା ପ୍ରାୟ ଦୁଇ ମାସ ପୂର୍ବେ ହମାସ ସହିତ ଇସ୍ରାଏଲର ଯୁଦ୍ଧବିରତି ଆରମ୍ଭ ହେବା ପରେ ଏହି ଅଞ୍ଚଳରେ ପ୍ରଥମ ବଡ଼…

ଯୁଦ୍ଧବିରତି ପାଇଁ ସହମତି ହେଲେ ଇସ୍ରାଏଲ-ହମାସ, ୧୫ ମାସ ପାଇଁ ଯୁଦ୍ଧ ବନ୍ଦ

ନୂଆଦିଲ୍ଲୀ, ୧୫।୧: ଇସ୍ରାଏଲ ଏବଂ ପାଲେଷ୍ଟାଇନୀ ସଂଗଠନ ହମାସ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ଯୁଦ୍ଧବିରତି ଏବଂ କଏଦୀ ବିନିମୟ ସମ୍ପର୍କରେ କିଛି ଦିନ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ଚାଲିଥିଲା। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଆଲୋଚନାର ଏକ…

ସିରିଆରେ ଇସ୍ରାଏଲ୍‌ର ବୋମା ବର୍ଷା

ଡମାସ୍‌କସ୍‌,୧୦ା୧୨: ସିରିଆରେ ବଶର ଅଲ୍‌-ଅସାଦ୍‌ ସରକାର କ୍ଷମତାଚ୍ୟୁତ ହେବା ପରେ ଇସ୍ରାଏଲ୍‌ର ଯୁଦ୍ଧବିମାନଗୁଡ଼ିକ ସୋମବାର ରାତିରୁ ଡମାସ୍‌କସ୍‌ ସମେତ ସାରା ଦେଶରେ ପ୍ରବଳ ବୋମାମାଡ଼ ଜାରି ରଖିଛନ୍ତି। ଯୁଦ୍ଧବିମାନଗୁଡ଼ିକ ରାଜଧାନୀ ଡମାସ୍‌କସ୍‌ର ପାଖାପାଖି ୨୫ କିଲୋମିଟର ପର୍ଯ୍ୟନ୍ତ ଯାଇଥିଲେ ବୋଲି ସିରିଆ…

ଜାତିସଂଘରେ ଇସ୍ରାଏଲ୍‌ ବିରୋଧରେ ଭାରତର ଭୋଟିଂ

ଜାତିସଂଘ, ୪।୧୨: ୧୯୬୭ରୁ ପୂର୍ବ ଜେରୁଜେଲମ ସମେତ ଅନେକ ପାଲେଷ୍ଟିନୀୟ ଅଞ୍ଚଳକୁ ଇସ୍ରାଏଲ ଦଖଲ କରି ରଖିଛି। ତେବେ ବୁଧବାର ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ)ରେ ଏକ ପ୍ରସ୍ତାବ ଆଗତ ହୋଇଥିଲା, ଯେଉଁଥିରେ ଉକ୍ତ ଅଞ୍ଚଳଗୁଡ଼ିକୁ ଫେରାଇବା ପାଇଁ ଇସ୍ରାଏଲ୍‌କୁ ଆହ୍ବାନ…

ଇସ୍ରାଏଲ ଉପରେ ରକେଟ୍ ମାଡ଼ କଲା ହେଜ୍‌ବୋଲ୍ଲା: ଏକାଧିକ ଆହତ, ଅନେକ ଗାଡି ନଷ୍ଟ

ନୂଆଦିଲ୍ଲୀ,୧୧।୧୧: ପୁଣି ଇସ୍ରାଏଲ ଉପରେ ରକେଟ୍ ମାଡ଼ କଲା ହେଜ୍‌ବୋଲ୍ଲା। ସୋମବାର ନର୍ଥନ ସିଟି ହାଇଫା ଆଡକୁ ୯୦ ରୁ ଅଧିକ ରକେଟ୍ ସହିତ ଇସ୍ରାଏଲ ଉପରେ ଏକ ନୂତନ ଷ୍ଟ୍ରାଇକ୍ କରିଛି ହେଜ୍‌ବୋଲ୍ଲା। ରିପୋର୍ଟ ଅନୁସାରେ ଏଥିରେ ପ୍ରାୟ ଚାରି…

ଇସ୍ରାଏଲ ଉପରେ ୧୩୫ ଘାତକ ମିସାଇଲ ମାଡ କଲା ହେଜବୁଲ୍ଲା

ନୂଆଦିଲ୍ଲୀ,୭।୧୦: ସୋମବାର ଇସ୍ରାଏଲ ଉପରେ ଘାତକ ଆକ୍ରମଣ କରିଛି ହେଜବୁଲ୍ଲା। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ଉପରେ ଦ୍ୱିତୀୟ ବୃହତ୍ତ ଆକ୍ରମଣ। ଏଥର ଲେବାନାନର ହେଜବୁଲ୍ଲା ଅତି କମରେ ୧୩୫ ‘ଫାଦୀ-୧’ କ୍ଷେପଣାସ୍ତ୍ର ଇସ୍ରାଏଲର ହାଇଫା ଅଞ୍ଚଳରେ ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?