Tag Archives: Israeli attack

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ କରିଛି। ଏଥିରେ ଅନୂ୍ୟନ ୨୯ ଜଣ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଅସ୍ତ୍ରବିରତି ଲାଗୁ…

ଇସ୍ରାଏଲ ଆକ୍ରମଣରେ ପୁଣି ଥରି ଉଠିଲା ଗାଜା, ଏବେ ପର୍ଯ୍ୟନ୍ତ ୫୬ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କର ହେଲାଣି ମୃତ୍ୟୁ

ଗାଜା,୨୮।୬: ଶୁକ୍ରବାର ବିଳମ୍ବିତ ରାତିରୁ ଶନିବାର ସକାଳ ପର୍ଯ୍ୟନ୍ତ ଗାଜା ଉପରେ ଇସ୍ରାଏଲୀ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ ଆସିଛି। ଶିଫା ହସ୍ପିଟାଲର କର୍ମଚାରୀଙ୍କ ଅନୁଯାୟୀ, ଗାଜା ସହରର ପାଲେଷ୍ଟାଇନ ଷ୍ଟାଡିୟମରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ସ୍ବାସ୍ଥ୍ୟ କର୍ମୀଙ୍କ…

ଇରାନ ଆଣବିକ ସ୍ଥଳ, ଜେଲରେ ଇସ୍ରାଏଲ୍‌ର ଆକ୍ରମଣ

ତେଲ୍‌ ଆଭିଭ୍‌/ତେହରାନ,୨୪ା୬: ଇରାନର ୩ଟି ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ଜୋର୍‌ଦାର ଆକ୍ରମଣ କରିବାର ଦିନକ ପରେ ସୋମବାର ଇସ୍ରାଏଲ୍‌ ପୁନର୍ବାର ତେହରାନ୍‌ର ଆଣବିକ ସ୍ଥଳକୁ ଟାର୍ଗେଟ କରିଛି। ଆମେରିକା ରବିବାର ଇରାନର ୩ ଆଣବିକ ସ୍ଥଳ ଉପରେ ଶକ୍ତିଶାଳୀ ବଙ୍କର ବଷ୍ଟର…

ଇରାନ ପ୍ରତିରକ୍ଷା ମୁଖ୍ୟାଳୟରେ ଇସ୍ରାଏଲର ଆକ୍ରମଣ

ଦୁବାଇ,୧୬ା୬: ଇରାନର ଘାତକ ଆକ୍ରମଣ ପରେ ଇସ୍ରାଏଲ୍‌ ରବିବାର କ୍ରମାଗତ ତୃତୀୟ ଦିନ ପାଇଁ ତେହରାନ ଉପରେ ଜୋର୍‌ଦାର ଆକ୍ରମଣ କରିଛି। ଇରାନର ଶକ୍ତି ଶିଳ୍ପ ଏବଂ ତେହରାନରେ ଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ମୁଖ୍ୟାଳୟକୁ ଟାର୍ଗେଟ କରି ଇସ୍ରାଏଲୀ ସେନା ଆକ୍ରମଣ କରିଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri