ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ… ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ ଆତଙ୍କବାଦୀ ଆକ୍ରମଣ ପରେ ଅଷ୍ଟ୍ରେଲିଆର ଯିହୁଦୀ ସମ୍ପ୍ରଦାୟକୁ ସମର୍ଥନ ଜଣାଇବା ପାଇଁ ହର୍ଜୋଗଙ୍କ…