ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ ପ୍ରତିନିଧିତ୍ୱ କରୁଥିବା ନଅଟି ସଂଗଠନ ମହାକାଶ ସଂସ୍ଥାର ଉତ୍ପାଦନ ଏବଂ ପରିଚାଳନାଗତ କାର୍ଯ୍ୟକଳାପକୁ…