ଇସ୍ରୋରେ ଚହଳ! ୧୦୦ ବୈଜ୍ଞାନିକଙ୍କ ଇସ୍ତଫା, ଚାକିରି ଛାଡ଼ିବା ନିୟମ ବଦଳାଇଲେ ସରକାର ନୂଆଦିଲ୍ଲୀ,୧୬।୭: ଇସ୍ରୋର ୧୦୦ ବୈଜ୍ଞାନିକ ଇସ୍ତଫା ଦେବା ପରେ ଆକ୍ସନ ମୋଡକୁ ଆସିଛନ୍ତି ଭାରତ ସରକାର । ଇସ୍ତଫା ଏବଂ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROର ଗ୍ରୁପ-A ବୈଜ୍ଞାନିକ ଏବଂ ବୈଷୟିକ କର୍ମଚାରୀଙ୍କଠାରୁ ସ୍ୱେଚ୍ଛାକୃତ…