ଓଡ଼ିଶା ହେବ ଆଇଟି ହବ୍ ଦୁଇ ତିନି ମାସରେ ନିଆଯିବ ପଦକ୍ଷେପ: ଅଶ୍ୱନୀ ବୈଷ୍ଣବ ଭୁବନେଶ୍ୱର,୯।୧: ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି। “କେନ୍ଦ୍ର ଏବଂ ରାଜ୍ୟ ସରକାର ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟାର ଏକ…