ଇଟାଲୀରେ ପହଞ୍ଚିଲେ ମୋଦି ରୋମ୍,୧୪ା୬: ୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି ମୋଦି ବିଭିନ୍ନ ଆଲୋଚନା କରିବେ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିସହିତ...