ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ ସେମାନଙ୍କ ପିଠି କିମ୍ବା ଶରୀରର ଅନ୍ୟାନ୍ୟ ଅଂଶରେ କୁଣ୍ଡାଇ ହେଲେ ଏହାକୁ ଦୂର…