ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଦ୍ୱାଦଶ ଶ୍ରେଣୀ ପରେ ବି.ଏଡ୍ ପାଇଁ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ, ନୂତନ ITEP କାର୍ଯ୍ୟକ୍ରମ ଆରମ୍ଭ ଭୁବନେଶ୍ୱର,୧୩ା୩: ଓଡ଼ିଶାରେ ଶିକ୍ଷକ ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଉଚ୍ଚଶିକ୍ଷା ବିଭାଗ ବଡ ଘୋଷଣା କରିଛି। ଏଣିକି ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରିବା ପରେ ତୁରନ୍ତ ଶିକ୍ଷା ସ୍ନାତକ (B.Ed) ପାଠ୍ୟକ୍ରମରେ ନାମ...