ପୋଲିସ୍ କନଷ୍ଟେବଳଙ୍କ ସମେତ କ଼୍ବାର୍ଟରରୁ ସନ୍ଦିଗ୍ଧ ଅବସ୍ଥାରେ ମିଳିଲା ୫ ମୃତଦେହ ଭାଗଲପୁର, ୧୩।୦୮: ଭାଗଲପୁର ପୋଲିସ୍ ଲାଇନ୍ର ଏକ କ଼୍ବାର୍ଟରରୁ ୫ ଟି ମୃତଦେହ ସନ୍ଦିଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଛି । ଯାହାକୁ ନେଇ ଆଖପାଖରେ ଭୟର ବାତାବରଣ ଖେଳି ଯାଇଛି । କ଼୍ବାର୍ଟରରୁ ଜଣେ ମହିଳା ପୋଲିସ୍ଙ୍କ ସମେତ ତାଙ୍କ...