ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର ଘୋଷଣା କରିଛନ୍ତି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି।...