ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ… ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ କରି…