Tag Archives: jagannath pradhan

ଜେଲରୁ ଫେରି ମନମୋହନଙ୍କୁ ସମ୍ବର୍ଦ୍ଧିତ କଲେ ଜଗନ୍ନାଥ

ଭୁବନେଶ୍ୱର,୧୧।୭: ଓଡ଼ିଶା ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଗୁରୁବାର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ସମ୍ବର୍ଦ୍ଧନା ଜଣାଇଛନ୍ତି। ଜଗନ୍ନାଥ ନିଜ ସମର୍ଥକଙ୍କ ସହ ଭୁବନେଶ୍ୱରସ୍ଥିତ ଦଳର ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସାମଲଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ।...

ବିଭିନ୍ନ ସ୍ଥାନରେ ରହିଛି ଜମି; ଲକ୍ଷାଧିକ ଟଙ୍କାର… ଗିରଫ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ସମ୍ପତ୍ତି ବିଷୟରେ ଜାଣିଲେ

ଭୁବନେଶ୍ୱର,୪।୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ଅଭିଯୋଗରେ ଗିରଫ କରାଯାଇଛି। ଗୁରୁବାର ସଂଧ୍ୟାରେ ସେ ଭୁବନେଶ୍ୱର ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଥିଲେ, ପରେ ତାଙ୍କୁ ଗିରଫ...

ପୁଣି ଜାମିନ ଆବେଦନ କଲେ ଜଗନ୍ନାଥ, ଖାରଜ କଲେ କୋର୍ଟ

ଭୁବନେଶ୍ୱର,୪ା୭: ଗିରଫ ହୋଇଥିବା ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ସେ ଜାମିନ ଆବେଦନ କରିଥିଲେ ହେଲେ କୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଗତକାଲି ମଧ୍ୟ ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ...

ପ୍ରାଇମାଫେସି ପ୍ରମାଣ ଆଧାରରେ ଗିରଫ ହେଲେ ଜଗନ୍ନାଥ, ଜାଣନ୍ତୁ ଏହା କ’ଣ ?

ଭୁବନେଶ୍ୱର,୪।୭: ୩୦ ତାରିଖରେ ହୋଇଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ପୂର୍ବରୁ ୫ ଜଣ ଗିରଫ ହୋଇଥିବାବେଳେ ଏବେ ଗିରଫଦାରି ସଂଖ୍ୟା ୬ରେ ପହଞ୍ଚିଥିବା ଡିସିପି ଜଗମୋହନ ମୀନା କହିଛନ୍ତି। ଏଫ୍‌ଆଇଆର୍‌କୁ ନେଇ ଜଗନ୍ନାଥଙ୍କ ବିରୋଧରେ ଅଭିଯୋଗ ରହିଛି। ଏଥିସହ ଗିରଫ...

ଝାରପଡ଼ା ଜେଲରେ ରାତି କାଟିଲେ ଜଗନ୍ନାଥ ପ୍ରଧାନ: ଜାଣନ୍ତୁ ଜାମିନ ମିଳିବ ନା ନାହିଁ

ଭୁବନେଶ୍ୱର,୪।୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଭୁବନେଶ୍ୱରର ଝାରପଡ଼ା ଜେଲରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନରଙ୍କ ଉପରେ ଆକ୍ରମଣ ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ଗତକାଲି ରାତିରେ...

କାହିଁକି ଆତ୍ମସମର୍ପଣ କଲେ ଜଗନ୍ନାଥ ପ୍ରଧାନ: କହିଲେ ରହିଛି ଭାଜପା ସଭାପତି, ମୁଖ୍ୟମନ୍ତ୍ରୀଙ୍କ ହାତ

ଭୁବନେଶ୍ୱର,୩ା୭: ଭୁବନେଶ୍ୱର ମୁନିସିପାଲ କର୍ପୋରେସନ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ମାମଲାରେ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଛି। ଗୁରୁବାର ରାତିରେ ଡିସିପି କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ଗିରଫ କରାଯାଇ ସ୍ୱାସ୍ଥ୍ୟ...

ଧାରଣା ଦେଲେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକ, ବାଣୀବିହାର ଛକରେ ଜାତୀୟ ରାଜପଥ ଅବରୋଧ

ଭୁବନେଶ୍ୱର,୩ା୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀକୁ ବିରୋଧ କରି ତାଙ୍କ ସମର୍ଥକମାନେ ଗୁରୁବାର ରାତିରେ ଭୁବନେଶ୍ୱରର ବାଣୀବିହାର ଛକରେ ଜାତୀୟ ରାଜପଥ ଅବରୋଧ କରି ଜୋରଦାର ପ୍ରତିବାଦ କରିଛନ୍ତି। ଏହି ଅବରୋଧ ଯୋଗୁଁ ଗାଡ଼ି ଚଳାଚଳ ବ୍ୟାପକ ଭାବେ...

ଜଗନ୍ନାଥ ପ୍ରଧାନ ଗିରଫ: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାମଲାରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩ା୭: ଭୁବନେଶ୍ୱର ମୁନିସିପାଲ କର୍ପୋରେସନ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ପୋଲିସ ଗିରଫ କରିଛି। ଗୁରୁବାର ରାତିରେ ଡିସିପି କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।...

ଜଗନ୍ନାଥ ପ୍ରଧାନଙ୍କ ସହ ଆଲୋଚନା ପରେ ବଡ ବୟାନ ଦେଲେ ମନମୋହନ, ସରକାର ନେବେ ନିଷ୍ପତ୍ତି…

ଭୁବନେଶ୍ୱର,୨ା୭: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ଅଭିଯୋଗରେ ଗିରଫ ହୋଇଥିବା ବିଜେପି କର୍ପୋରେଟର ଜଗନ୍ନାଥ ପ୍ରଧାନଙ୍କ ମାମଲାକୁ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଜଗନ୍ନାଥ...

ଜଗନ୍ନାଥ ପ୍ରଧାନ ଭାଜପାରୁ ଇସ୍ତଫା ଦେବେ କି? ସଭାପତି ମନମୋହନଙ୍କ ସହ ଲମ୍ବା ଆଲୋଚନା

ଭୁବନେଶ୍ୱର,୨ା୭: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର କର୍ପୋରେଟର ଜଗନ୍ନାଥ ପ୍ରଧାନଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବୁଧବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଜଗନ୍ନାଥ ପ୍ରଧାନଙ୍କ ଉପସ୍ଥିତି ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଘଣ୍ଟାଏରୁ ଅଧିକ ସମୟ...

ଗିରଫ ହେବେ ଜଗା ପ୍ରଧାନ? ଆସିଲା ବଡ଼ ଖବର

ଭୁବନେଶ୍ୱର,୨।୭: ଗିରଫ ହୋଇପାରନ୍ତି ଜଗା ପ୍ରଧାନ! ଜଗା ପ୍ରଧାନଙ୍କ ଉପରେ ହେବ କି ବଡ଼ କାର୍ଯ୍ୟାନୁଷ୍ଠାନ? ଏସବୁ ଚର୍ଚ୍ଚା ଭିତରେ ଭାଜପା ପାର୍ଟି ଅଫିସରେ ପହଞ୍ଚିଛନ୍ତି ଭାଜପା ନେତା। BMC ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିବାଦରେ ଫସିଛନ୍ତି ଜଗନ୍ନାଥ...

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ବଡ ବୟାନ, କହିଲେ-‘ସବୁ ଆମ ଲୋକ…’

ଭୁବନେଶ୍ୱର,୩୦।୬: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ଭାଜପା ନେତା ଜଗନ୍ନାଥ ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ଏହି ଘଟଣା ନିନ୍ଦନୀୟ ବୋଲି କହି ସେ ଏହାକୁ ଢାଙ୍କିବାକୁ କେହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri