ବିଭିନ୍ନ ସ୍ଥାନରେ ରହିଛି ଜମି; ଲକ୍ଷାଧିକ ଟଙ୍କାର… ଗିରଫ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ସମ୍ପତ୍ତି ବିଷୟରେ ଜାଣିଲେ ଭୁବନେଶ୍ୱର,୪।୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ଅଭିଯୋଗରେ ଗିରଫ କରାଯାଇଛି। ଗୁରୁବାର ସଂଧ୍ୟାରେ ସେ ଭୁବନେଶ୍ୱର ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଥିଲେ, ପରେ ତାଙ୍କୁ ଗିରଫ...