ଜଗନ୍ନାଥପ୍ରସାଦକୁ ମିଳିଲା ଏନ୍ଏସି ମାନ୍ୟତା, ପରସ୍ପରକୁ ମିଠା ଖୁଆଇ କଲେ ଆଲିଙ୍ଗନ ଜଗନ୍ନାଥପ୍ରସାଦ,୩୧ା୮(ବିଭୁପ୍ରସାଦ ପଟ୍ଟନାୟକ): ବହୁଦିନର ସ୍ବପ୍ନ ଆଜି ପୂରଣ ହୋଇଛି। କିଏ ବାଣ ଫୁଟାଇ ଉତ୍ସବ ପାଳନ କରୁଛନ୍ତି ତ କିଏ ପରସ୍ପରକୁ ମିଠା ଖୁଆଇ ଆଲିଙ୍ଗନ କରୁଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦରେ। ଜଗନ୍ନାଥପ୍ରସାଦ ପଞ୍ଚାୟତକୁ...