ପୁରୀ ଅଘଟଣ: ଜିଲାପାଳ କହିଦେଲେ ସତକଥା… ପୁରୀ,୨୯।୬: ପୁଣି ପୁରୀରେ ଘଟିଛି ବଡ଼ ଅଘଟଣ। ପୁରୀ ଶରଧାବାଲିରେ ଠେଲାପେଲା । ଏଥିରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତ ଭକ୍ତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଶ୍ରୀଗୁଣ୍ଡିଚା...