Tag Archives: Jagannath Temple

ରତ୍ନଭଣ୍ଡାରରୁ ମୂଲ୍ୟବାନ ସାମଗ୍ରୀ ‘ଲୁଟ୍’ କରିଛି ଭାଜପା, ବଡ ଅଭିଯୋଗ ଲଗାଇଲା ବିଜେଡି

ନୂଆଦିଲ୍ଲୀ,୧୩।୧୦: ଦଳ ବିଜୁ ଜନତା ଦଳ (ବିଜେଡି) ସୋମବାର ଭାଜପା ସରକାରଙ୍କୁ ପୁରୀ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଓ ମୂଲ୍ୟବାନ ଜିନିଷର ତାଲିକା ତିଆରିରେ ବିଳମ୍ବ ପାଇଁ ଟାର୍ଗେଟ କରିଛି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ଏପରିକି...

ପୁରୀ ରଥଯାତ୍ରାକୁ ନେଇ ପୁଣି ଟୁଇଟ୍‌ କଲେ ରାଜଦୀପ ସର୍ଦେଶାଇ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସିଧା ଟାର୍ଗେଟ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଟୁଇଟ୍‌ କରି ବିବାଦରେ ଫସିଛନ୍ତି ବରିଷ୍ଠ ସାମ୍ବାଦିକ ରାଜଦୀପ ସର୍ଦେଶାଇ। ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ସହିତ ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ରଥଯାତ୍ରାକୁ ତୁଳନା କରି ଅଡୁଆରେ ପଡିଛନ୍ତି ରାଜଦୀପ ।...

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ...

Jagannath Temple Flag Story: ଶ୍ରୀମନ୍ଦର ବାନା ପ୍ରତିଦିନ କାହିଁକି ବଦଳାଯାଏ? ଜାଣି ନ ଥିବେ…

ଜଗନ୍ନାଥ ମନ୍ଦିର କେବଳ ଓଡ଼ିଶା ନୁହେଁ ସାରା ବିଶ୍ୱରେ ପରିଚିତ। ଏହି ମନ୍ଦିରରେ ସ୍ବଂୟ ଜଗନ୍ନାଥ ଅବସ୍ଥାନ କରନ୍ତି। ଏହା ଭାରତର ଚାରିଧାମ ତୀର୍ଥସ୍ଥଳ ମଧ୍ୟରୁ ଗୋଟିଏ, ଯାହାର ହିନ୍ଦୁ ଧର୍ମରେ ବହୁତ ମହତ୍ତ୍ୱ ଅଛି। ଏହି ମନ୍ଦିରର ନିର୍ମାଣ...

Jagannath Temple: ଜଗନ୍ନାଥ ମନ୍ଦିରକୁ ଯିବାବେଳେ ୨୨ପାହାଚର ତୃତୀୟ ସିଡିରେ କାହିଁକି ରଖନ୍ତିନି ପାଦ, ରହସ୍ୟ ଜାଣିଲେ…

ଭାରତରେ ବହୁତ ପ୍ରାଚୀନ ଏବଂ ରହସ୍ୟମୟ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ସହିତ ଜଡିତ ଅନନ୍ୟ ରହସ୍ୟ ଏବଂ ଚମତ୍କାରର ଅନେକ କାହାଣୀ ଅଛି, ଯାହା ଯୋଗୁଁ ଲୋକମାନେ ଏହି ମନ୍ଦିରଗୁଡ଼ିକ ପ୍ରତି ଗଭୀର ବିଶ୍ୱାସ ରଖନ୍ତି। ସେହିପରି, ପୁରୀ...

ବିଦେଶିନୀ ମହିଳାଙ୍କ ଜଙ୍ଘରେ ଜଗନ୍ନାଥଙ୍କ ଟାଟୁକୁ ନେଇ ବିବାଦ; ଦୁଇ ଗିରଫ

ଭୁବନେଶ୍ୱର, ୩।୩: ବିଦେଶୀ ମହିଳାଙ୍କ ଜଙ୍ଘରେ ପ୍ରଭୁ ଜଗନ୍ନାଥଙ୍କ ଆପତ୍ତିଜନକ ଟାଟୁ ଘଟଣାରେ ସୋମବାର କମିଶନରେଟ୍ ପୋଲିସ ଭୁବନେଶ୍ୱରରେ ‘ରକି ଟାଟୁଜ୍’ ଟାଟୁ ଦୋକାନର ମାଲିକ ରକି ରଞ୍ଜନ ବିଶୋୟୀଙ୍କୁ ଗିରଫ କରିଛି। ହିନ୍ଦୁ ସେନା ସଂଗଠନ ଦ୍ୱାରା ଦାଖଲ...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର...

ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢ଼ିଗଲେ ଅଜଣା ବ୍ୟକ୍ତି: ପୁଣି ସୁରକ୍ଷା ଉପରେ ଉଠିଲା ପ୍ରଶ୍ନବାଚୀ

ପୁରୀ ୧୧ା୯( ଅଜିତ୍ କୁମାର ମହାନ୍ତି):ବୁଧବାର ଶ୍ରୀମନ୍ଦିର ଭିତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯାହାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜଣେ ବୟସ୍କ ବ୍ୟକ୍ତି ଶ୍ରୀମନ୍ଦିର ଦଧିନଉତି ଉପରେ ଚଢିଯାଇଥିବା...

ଶ୍ରୀମନ୍ଦିର ଚାରିଦ୍ୱାରର ରହିଛି ନିଜସ୍ୱ ବିଶେଷତା, ଜାଣନ୍ତୁ…

ପୁରୀ, ୧୩।୬: ଦୀର୍ଘ ସମୟ ପରେ ଭକ୍ତ ମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯାଇଛି। କରୋନା ସମୟରୁ ସରକାରଙ୍କ ଦ୍ୱାରା ଚାରିଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଥିଲା। ତେବେ କରୋନା ପରେ ପରେ ଶ୍ରୀମନ୍ଦିର...

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ...

ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୩୧।୧: ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନ କରିବାକୁ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସର୍ଗୀକୃତ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନକୁ ଅନୁମୋଦନ ଦେଇଛନ୍ତି। ଏହି...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଚାର ପ୍ରସାର ପାଇଁ ଖର୍ଚ୍ଚ ହେବ ₹୧୫୫ କୋଟି

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର, ପ୍ରସାର ଓ ସଂରକ୍ଷଣ ଏବଂ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଭିମୁଖ୍ୟ ବିଷୟରେ ଜନସାଧାରଣ ଏବଂ ଭବିଷ୍ୟତ ପିଢ଼ିକୁ ସଚେତନ କରିବା ପାଇଁ ୨୦୨୪ ଜାନୟାରୀ ୧୭ରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri