୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ...