ପୁରୀ ଜଗନ୍ନାଥ ମନ୍ଦିର ରୀତିନୀତିର କପିରାଇଟ୍ କରିବେ ଓଡ଼ିଶା ସରକାର: ଗଜପତି ମହାରାଜ ପୁରୀ,୧୩।୭: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପାରମ୍ପରିକ ରୀତିନୀତି ଓ ସାଂସ୍କୃତିକ ପରମ୍ପରାକୁ ସୁରକ୍ଷିତ ରଖିବା ପାଇଁ ଓଡ଼ିଶା ସରକାର ଏହାର କପିରାଇଟ୍ ପାଇଁ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି ବୋଲି ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରକାଶ କରିଛନ୍ତି।…