Tag Archives: jagannath

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ବାହୁଡ଼ା ଯାତ୍ରା ଏବଂ ସୁନାବେଶ ପ୍ରସ୍ତୁତି ନେଇ ବଡ଼…

କଳିଯୁଗ ଶେଷକୁ ନେଇ ସତ ହେଉଛି କି ମାଳିକାର ଭବିଷ୍ୟବାଣୀ? ଜଗନ୍ନାଥ ମନ୍ଦିରର ଏହି ସଙ୍କେତ ବଢାଇଲା ଚିନ୍ତା!

ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଅନେକ ସ୍ଥାନରେ ଉଲ୍ଲେଖ ରହିଛି ଯେ କଳିଯୁଗର ଶେଷରେ ଭଗବାନ ଜଗନ୍ନାଥ ‘କଲ୍କି ଅବତାର’ ରୂପରେ ପ୍ରକଟ ହେବେ ଏବଂ ପୁନର୍ବାର ‘ସତ୍ୟଯୁଗ’ର ସ୍ଥାପନା କରିବେ। କଳିଯୁଗର ଶେଷକୁ ନେଇ ଅନେକ ଭବିଷ୍ୟବାଣୀ ମଧ୍ୟ କରାଯାଇଛି, ଯେଉଁଥିରୁ କିଛି…

୭ଶହ ବର୍ଷର ପରମ୍ପରା ଭାଙ୍ଗିଲା: ୩ ରଥରେ ଛେରାପହରା କଲେନି ରାଜା

ରଣପୁର,୬ା୭(ସୁକାନ୍ତ କିଶୋର ଡାକୁଆ): ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୟାଗଡ଼ ଜିଲା ରଣପୁର ବାହୁଡ଼ାଯାତ୍ରାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ରାଜପୁରୋହିତ ଓ ରାଜାଙ୍କ ମଧ୍ୟରେ ଲାଗିଥିବା ବିବାଦ ଯୋଗୁ ରାଜା ୩ରଥରେ ଛେରାପହଁରା ନ କରିବାରୁ ୭ଶହ ବର୍ଷର ପରମ୍ପରା…

ରଥଟଣା ବିଳମ୍ବରୁ ରାଜନୀତି

ଶ୍ରୀକ୍ଷେତ୍ର ପୁରୀରେ ଶୁକ୍ରବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିର୍ଦ୍ଧାରିତ ସମୟ ଅପରାହ୍ନ ୪ଟାରେ ହୋଇପାରି ନ ଥିଲା। ପରମ୍ପରା ଅନୁଯାୟୀ, ଶ୍ରୀ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପ୍ରଥମେ ଅପରାହ୍ନ ୪ଟା ୧୦ରେ ଗଡ଼ିଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଶ୍ରଦ୍ଧାଳୁ ଟାଣିନେଇଥିଲେ।…

କାଲି ଅଟକିଥିଲା ନନ୍ଦିଘୋଷ: ଆଜି ଗଡ଼ିଲା

ପୁରୀ,୨୮ା୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି…

ଆଜି ମହାପ୍ରଭୁଙ୍କ ନେତ୍ର ଉତ୍ସବ, ନବଯୌବନ ଦର୍ଶନ

ପୁରୀ,୨୬ା୬(ଅଜିତ୍‌ କୁମାର ମହାନ୍ତି): ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ୧୫ ଦିନ ଅଣସରରେ ରହି ଗୁପ୍ତସେବା ହେବା ପରେ ଗୁରୁବାର ନେତ୍ର ଉତ୍ସବରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିସହ ମହାପ୍ରଭୁ…

ଦାରୁଦିଅଁଙ୍କୁ ଅସମ୍ମାନ: ବୈତରଣୀ ନଦୀକୂଳରେ ପକାଇ ପଳାଇଲେ

ପାଟଣା,୧୪ା୫(ବୀରକିଶୋର ଦାଶ): ପୁଣି ଦାରୁଦିଅଁଙ୍କୁ ଅସମ୍ମାନ କରାଯାଇଛି। ଜଗତର ନାଥ ଜଗନ୍ନାଥଙ୍କୁ ଅଲୋଡ଼ାଭାବେ ନଦୀକୂଳରେ ପକାଇ ଦିଆଯାଇଛି। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ପଞ୍ଚାୟତ ତ୍ରିବିନ୍ଧା ବୈତରଣୀ ନଦୀକୂଳରେ ଦେଖିବାକୁ ମିଳିଛି। ବୁଧବାର ସକାଳେ ଅଞ୍ଚଳର…

ଜଗନ୍ନାଥଙ୍କୁ ବି ଛାଡ଼ିଲେନି, ହିନ୍ଦୁ ମନ୍ଦିର ଭାଙ୍ଗାରୁଜା ସହ ଜାଳିଦେଲେ

ନୂଆଦିଲ୍ଲୀ, ୦୬।୦୮: ବାଂଲାଦେଶର ଅବସ୍ଥା ଏବେ ଶୋଚନୀୟ ହୋଇପଡ଼ିଛି । ହିଂସା ଏବଂ ଅରାଜକତା ମଧ୍ୟରେ ଆନ୍ଦୋଳନକାରୀ ବିଂଲାଦେଶରେ ରହୁଥିବା ଅଳ୍ପ ସଂଖ୍ୟକ ହିନ୍ଦୁଙ୍କୁ ଟାର୍ଗେଟ୍‌ କରିବା ଆରମ୍ଭ କରିଦେଇଛନ୍ତି । ଖୋଜି ଖୋଜି ହିନ୍ଦୁଙ୍କ ଉପରେ ଅତ୍ୟାଚାର ଆରମ୍ଭ କରିଦେଇଛନ୍ତି…

ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଆଜ୍ଞାମାଳ, ୧ଟାରୁ ଦେଢ଼ଟା ମଧ୍ୟରେ ଶୁଭ ମୁହୂର୍ତ୍ତ

ଭୁବନେଶ଼୍ବର, ୧୪।୦୭: ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିଛି । ସେବାୟତମାନେ ଏହି ଆଜ୍ଞାମାଳ ନେଇ ଶ୍ରୀମନ୍ଦିରର ଅଭିମୁଖେ ଆସୁଥିବା ସୂଚନା ମିଳିଛି । ରତ୍ନ ଭଣ୍ଡାର ଖୋଲିବା ପୂର୍ବରୁ କମିଟିର ମୁଖ୍ୟ ଜଷ୍ଟିସ୍‌ ବିଶ଼୍ବନାଥ ରଥ ମହାପ୍ରଭୁଙ୍କୁ…

ପହଣ୍ଡିରେ ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର ନାଥ ଜଗନ୍ନାଥଙ୍କ…

ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଆସିଲା ବଡ଼ ନିଷ୍ପତ୍ତି

ପୁରୀ, ୬।୭: ପୁରୀରେ ବସିଥିବା ରତ୍ନ ଭଣ୍ଡାର ଯାଞ୍ଚ କମିଟିର ବୈଠକରେ ଆଜି ରତ୍ନଭଣ୍ଡାର ଚାବି ଉପରେ ଫୋକସ କରାଯାଇଛି । ଚାବି ମଳିବା ପରେ ରତ୍ନଭଣ୍ଡାର ଖୋଲାହେବ। ପରେ ଗଣତି ମଣତି ହେବ। ଭଣ୍ଡାର ଖୋଲିବା ନେଇ ତାରିଖ ଘୋଷଣା…

ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା ବୈଠକ

ଭୁବନେଶ଼୍ବର, ୧୯।୬: ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଆରମ୍ଭ ହୋଇଛି । ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଚାଲିଛି । ଏଥିରେ ଶ୍ରମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?