ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ କରିଛନ୍ତି। ସୂଚନା ଅନୁସାରେ ଗତ ଏପ୍ରିଲ...