ତିର୍ତ୍ତୋଲ,୪ା୧୨(ଡି.ଏନ.ଏ.): ତିର୍ତ୍ତୋଲ ନିକଟସ୍ଥ ମହାନଦୀପଠା ଗୋପିଆକୁଦଠାରେ ପାଳିତ ହୋଇଥିବା ଚେଳିତୋଳ ବାଲିଯାତ୍ରାକୁ ଆଉ କିଛିଦିନ ପରେ ମାସେ ପୁରିବ। ବାଲିଯାତ୍ରା ପରେ ପଡ଼ିଆ ସଫା କରାଯିବା କଥା।…
ଜଗତ୍ସିଂହପୁର ଅଫିସ୍, ୪ା୧୨: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି। ଏହି ଅନୁଯାୟୀ ଭିନ୍ନକ୍ଷମଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇ ପାରିବ ନାହିଁ। ଯଦି…
ଜଗତ୍ସିଂହପୁର ଅଫିସ୍, ୪ା୧୨: ଫନୀ ବାତ୍ୟା ପ୍ରଭାବରେ ଜଗତ୍ସିଂହପୁର ଜିଲାରେ ଅନେକ କ୍ଷତି ହୋଇଛି। ତେଣୁ କ୍ଷତିଗ୍ରସ୍ତଙ୍କୁ ଉଚିତ୍ ସରକାରୀ ସହାୟତା ଦିଆଯିବା ଆବଶ୍ୟକ। କିନ୍ତୁ କୌଣସି…
ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି।…
ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍ବୁଲ୍ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର…
ଜଗତ୍ସିଂହପୁର ଅଫିସ,୬ା୧୧: ଜଗତ୍ସିଂହପୁର ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। କିନ୍ତୁ ଦୁଃଖର କଥା ହେଲା ପ୍ରାକୃତିକ ବିପର୍ଯ୍ୟୟ ଜିଲାବାସୀଙ୍କ ମେରୁଦଣ୍ଡ ବଙ୍କା କରିସାରିଲାଣି। ଅଧିକାଂଶ…
ତିର୍ତ୍ତୋଲ,୬ା୧୧(ଡି.ଏନ.ଏ.): ତିର୍ତ୍ତୋଲ ଥାନା ଅଧୀନ କଟରା ପଞ୍ଚାୟତ ଜଜାଙ୍ଗ ଗ୍ରାମର ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ମହାଦେବ କାଣ୍ଡି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ…
ପାରାଦୀପ,୬ା୧୧(ସ୍ବ.ପ୍ର.): ରାଜ୍ୟର ବହୁଚର୍ଚ୍ଚିତ ଅର୍ଥ ତତ୍ତ୍ୱ(ଏଟି ଗ୍ରୁପ୍)ଚିଟ୍ଫଣ୍ଡ ଠକେଇର ଅନ୍ୟତମ ଅଭିଯୁକ୍ତ ପବିତ୍ର ଦାସଙ୍କୁ ମଙ୍ଗଳବାର ପାରାଦୀପ ଅଭୟଚାନ୍ଦପୁର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପବିତ୍ରଙ୍କ…
ଜଗତ୍ସିଂହପୁର ଅଫିସ, ୧୭ା୯: ଭାରତ ସରକାର ଡିଜିଟାଲ ପେମେଣ୍ଟ ଉପରେ ଗୁରୁତ୍ୱ ଦେଉଛନ୍ତି। ଏହି ଆଧାରରେ ଦଶହରା ସମୟରେ ଜଗତ୍ସିଂହପୁର ସହରରେ ଥିବା ମଦ ଦୋକାନଗୁଡିକରେ ପଏଣ୍ଟ…
ତିର୍ତ୍ତୋଲ,୧୭ା୯(ଡି.ଏନ.ଏ.): ତିର୍ତ୍ତୋଲ ଥାନା ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ପ୍ରଧାନଶିକ୍ଷୟିତ୍ରୀଙ୍କ ସୁନାଚେନ୍ ଲୁଟ୍ ହୋଇଛି। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ଶ୍ରେଣୀଗୃହରେ ପଢାଉଥିବାବେଳେ ଦୁର୍ବୃତ୍ତ ଖେଳଣା…
କୁଜଙ୍ଗ,୧୭ା୯(ସ୍ବ.ପ୍ର): ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣିରେ ବିଭିନ୍ନ ଅଧିକାରୀଙ୍କୁ ଦିଆଯାଉଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ଅତିକମ୍ରେ ୬୦ଭାଗ ସମାଧାନ କରିବାକୁ ହେବ। ନ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ଦରମା ବନ୍ଦ…
ନାଉଗାଁ,୨୩।୮(ସ୍ବ.ପ୍ର.): ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତରେ ଥିବା ଗୋପାଳଜୀଉ ଉ.ପ୍ରା. ବିଦ୍ୟାଳୟର ସହକାରୀ ଶିକ୍ଷକ ଉମାକାନ୍ତ ଆଚାଯର୍ୟଙ୍କୁ ନିଳମ୍ବନ କରିବା ପ୍ରତିବାଦରେ ଗୁରୁବାର ଛ୍ରାତ୍ରୀଛାତ୍ର, ଅଭିଭାବକ ଓ…