Tag Archives: jagatsinghpur

ଅବକାରୀ ଚଢ଼ାଉ, ୩ ଗିରଫ

ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ୩ଜଣ ଚୋରାମଦ ବ୍ୟବସାୟୀଙ୍କୁ ଗିରଫ...

ନିଖୋଜ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ପରିବାର ଲୋକଙ୍କ ହତ୍ୟା ଅଭିଯୋଗ

ପାରାଦ୍ୱୀପ, ୬।୧(ସ୍ବ.ପ୍ର): ପାରାଦ୍ୱୀପ ମାଛଧରା ବନ୍ଦର ପୋତାଶ୍ରୟରେ ସୋମବାର ଜଣେ ନିଖୋଜ ମତ୍ସଜୀବୀଙ୍କ ମୃତଦେହ ଉଦ୍ଧାର କରିଛି ମେରାଇନ୍‌ ପୋଲିସ୍‌ । ସେ ହେଲେ ଭଦ୍ରକ ଜିଲାର ଉପେନ୍ଦ୍ର ପରିଜା(୪୦)। ଗତ ୧ ତାରିଖରୁ ସେ ନିଖୋଜ ଥିଲେ ବୋଲି...

ପ୍ରତିଭା ବଳରେ ପରିଚୟ ସୃଷ୍ଟି କର: ରାଜ୍ୟପାଳ

ଜଗତ୍‌ସିଂହପୁର ଅଫିସ/ନାଉଗଁା,୨୫ା୧୨(ସ୍ବ.ପ୍ର.): ଓଡ଼ିଶା ମାଟି ହେଉଛି ସ୍ବତନ୍ତ୍ର। ଏହି ମାଟିରେ ଗୋପବନ୍ଧୁ ଦାସ, ବକ୍ସି ଜଗବନ୍ଧୁଙ୍କ ଭଳି ଅନେକ ମହାତ୍ମାଙ୍କ ଜନ୍ମ ହୋଇଛି। ଗୋପବନ୍ଧୁ, ବକ୍ସି ଜଗବନ୍ଧୁ ନିଜର ପ୍ରତିଭା ବଳରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତେଣୁ ପିଲାମାନେ...

ଜିଲାପାଳ, ଏସ୍‌ପିଙ୍କୁ ଭେଟିଲେ ଜିଲା ମହିଳା ହ୍ୟାଣ୍ଡବଲ୍‌ ଦଳ

ଜଗତ୍‌ସିଂହପୁର ଅଫିସ,୧୮ା୧୨: ନିକଟରେ ଓଡ଼ିଶା ହ୍ୟାଣ୍ଡବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଜଗତ୍‌ସିଂହପୁର ଜିଲା ହ୍ୟାଣ୍ଡବଲ୍‌ ଆସୋସିଏସନ୍‌ ତରଫରୁ ଆୟୋଜିତ ଓଡ଼ିଶା ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ଜଗତ୍‌ସିଂହପୁର ଜିଲା ମହିଳା ହ୍ୟାଣ୍ଡବଲ୍‌ ଦଳ ଚାମ୍ପିୟନ ହେବାର ଗୌରବ ହାସଲ...

ନଦୀ ବନ୍ଧ ରାସ୍ତା ଶୋଚନୀୟ: ତାରପୁର ବାଇପାସଠାରେ ରାସ୍ତାରୋକୋ

ରଘୁନାଥପୁର ,୧୮। ୧୨ (ଡି.ଏନ.ଏ.)- ମହାନଦୀ ନର୍ଥ ଜଳସମ୍ପଦ ବିଭାଗ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ଫିପୁର ମାହାଳହାଟଠାରୁ ସାନନୟନପୁରକୁ ସଂଯୋଗ କରୁଥିବା ନଦୀବନ୍ଧ ରାସ୍ତା ଶୋଚନୀୟ ହୋଇପଡିଛି। ଏହା ଉପରେ ନିର୍ଭର କରୁଥିବା ମହାନଦୀ, ପାଇକା ଓ...

ଜିଲାସ୍ତରୀୟ ବ୍ୟାଙ୍କ ପରାମର୍ଶଦାତା ଓ ସମୀକ୍ଷା କମିଟି ବୈଠକ: କ୍ରେଡିଟ୍‌-ଡେବିଟ୍‌ ଅନୁପାତ କମୁଥିବାରୁ ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ, ୧୮ା୧୨: ଜଗତ୍‌ସିଂହପୁର ଜିଲାରେ ଗତ ୩ ମାସରେ କ୍ରଡିଟ୍‌-ଡେବିଟ୍‌ ଅନୁପାତ କମିବାରେ ଲାଗିଛି। ଯାହାକି ଆଦୌ ଶୁଭଙ୍କର ନୁହେଁ। ମଙ୍ଗଳବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ ବ୍ୟାଙ୍କ ପରାମର୍ଶଦାତା ଓ ସମୀକ୍ଷା...

ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ: ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ

ତିର୍ତ୍ତୋଲ,୧୧ା୧୨(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତୁଳଙ୍ଗ ପଞ୍ଚାୟତ ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଶ୍ରେଣୀଗୃହର କାନ୍ଥରେ ଫାଟ ସୃଷ୍ଟିହେବା ସହ ଖୁଣ୍ଟଗୁଡିକର ମୂଳ ଖାଇଗଲାଣି। କବାଟ, ଝରକା ଭାଙ୍ଗିରୁଜିଯାଇଛି। ଫଳରେ...

ଦାଦା ବଟିକୁ ନେଇ ମଦ ଦୋକାନ ପରିଚାଳକଙ୍କୁ ହତ୍ୟା ମାମଲା ୬ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଜଗତ୍‌ସିଂହପୁର ଅଫିସ, ୧୧ା୧୨: ଜଗତ୍‌ସିଂହପୁର ଜିଲା କୁଜଙ୍ଗସ୍ଥିତ ଏକ ବିଦେଶୀ ମଦ ଦୋକାନରେ ପରିଚାଳକଭାବେ କାର୍ଯ୍ୟ କରୁଥିବା କୁଜଙ୍ଗ ଥାନା ଜଗନ୍ନାଥପୁର ଗ୍ରାମର ପ୍ରଶାନ୍ତ ନାରାୟଣ ଦାସ ଓରଫ ପସିଆ (୩୬)ଙ୍କୁ ୨୦୧୪ରେ ଗୁଳି କରି ହତ୍ୟା କରା ଯାଇଥିବା...

ପୁଣି ଖନନ ହେବ ମହାନଦୀ ମୁହାଣ: ଉପକୃତ ହେବେ ୫୦ ହଜାର ମତ୍ସ୍ୟଜୀବୀ

ପାରାଦୀପ,୧୧ା୧୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ଓ ମତ୍ସ୍ୟ ଶିଳ୍ପର ଦୁଃଖ ବୋଲି କୁହାଯାଉଥିବା ମହାନଦୀ ମୁହାଣ ଅଞ୍ଚଳକୁ ପୁଣି ଥରେ ଖନନ କରାଯିବ। ଏହାକୁ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଖନନ କରିବେ। ଆସନ୍ତା ଜାନୁୟାରୀ ପ୍ରଥମ ସପ୍ତାହରୁ ଦେଶର ଅଗ୍ରଣୀ...

ଫାଇନାନ୍ସ କର୍ମଚାରୀଙ୍କ ନିର୍ଯାତନା ଯୋଗୁ ମୃତ୍ୟୁ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୦ା୧୨: ଫାଇନାନ୍ସ କର୍ମଚାରୀଙ୍କ ନିର୍ଯାତନା ଯୋଗୁ ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଅଲଣାହାଟ କାଂଶ ଗ୍ରାମର ସୂର୍ଯ୍ୟକାନ୍ତ ଖୁଣ୍ଟିଆ ନାମକ ବ୍ୟକ୍ତିଙ୍କ ରବିବାର ରାତିରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସୂର୍ଯ୍ୟକାନ୍ତଙ୍କ ବଡ ଭାଇ ସନ୍ତୋଷଙ୍କ ଅଭିଯୋଗକ୍ରମେ ପୋଲିସ ଦଫା...

ମତ୍ସ୍ୟ ଉତ୍ପାଦନ, ଗୁଣବତ୍ତା ସମ୍ପର୍କରେ ତାଲିମ

ପାରାଦୀପ,୧୦ା୧୨(ସ୍ବ.ପ୍ର.): ସ୍ଥାନୀୟ ନେହେରୁ ବଙ୍ଗଳାସ୍ଥ ମାଛଧରା ବନ୍ଦର ପରିସରରେ ସୋମବାର ମତ୍ସ୍ୟଜୀବୀଙ୍କ ପାଇଁ ଦିନିକିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏମ୍‌ପିଇଡିଏ (ମେରାଇନ ପ୍ରଡକ୍ଟ ଏକ୍ସପୋର୍ଟ ଡେଭଲେପମେଣ୍ଟ ଅଥରିଟି) ନେଟଫିସ୍‌ ଓ ମତ୍ସ୍ୟବିଭାଗ ପକ୍ଷରୁ ଆୟୋଜିତ ଶିବିରରେ ମତ୍ସ୍ୟଜୀବୀଙ୍କୁ ମତ୍ସ୍ୟ...

ମା’ ଶାରଳା ମନ୍ଦିର: ଆଦାୟ ହେଲାନି ବକେୟା ୪୦ ଲକ୍ଷ ଟଙ୍କା

ଜଗତ୍‌ସିଂହପୁର ଅଫିସ,୧୦ା୧୨: ମା’ଶାରଳା ମନ୍ଦିରରେ ନାନା ଅବ୍ୟବସ୍ଥା ଲାଗି ରହିଥିବାବେଳେ ଏବେ ଖର୍ଚ୍ଚକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏଭଳି ସନ୍ଦେହ କରିଛନ୍ତି, ଜିଲାପାଳ ତଥା ମନ୍ଦିର ମଧ୍ୟବର୍ତ୍ତୀକାଳିନ ଟ୍ରଷ୍ଟି ସଂଗ୍ରାମ କେଶରୀ ମହାପାତ୍ର। ଜିଲାପାଳ ତାଙ୍କ ପ୍ରତିକ୍ରିୟାରେ ମନ୍ଦିର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri