Tag Archives: jagatsinghpur

ମା’ ଶାରଳା ମନ୍ଦିର: ଆଦାୟ ହେଲାନି ବକେୟା ୪୦ ଲକ୍ଷ ଟଙ୍କା

ଜଗତ୍‌ସିଂହପୁର ଅଫିସ,୧୦ା୧୨: ମା’ଶାରଳା ମନ୍ଦିରରେ ନାନା ଅବ୍ୟବସ୍ଥା ଲାଗି ରହିଥିବାବେଳେ ଏବେ ଖର୍ଚ୍ଚକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏଭଳି ସନ୍ଦେହ କରିଛନ୍ତି, ଜିଲାପାଳ ତଥା ମନ୍ଦିର ମଧ୍ୟବର୍ତ୍ତୀକାଳିନ ଟ୍ରଷ୍ଟି ସଂଗ୍ରାମ କେଶରୀ ମହାପାତ୍ର। ଜିଲାପାଳ ତାଙ୍କ ପ୍ରତିକ୍ରିୟାରେ ମନ୍ଦିର ଖର୍ଚ୍ଚ…

ଚେଳିତୋଳ ବାଲିଯାତ୍ରାକୁ ମାସେ ପୁରିବ: ସଫେଇ ହୋଇ ପାରିଲାନି ପଡ଼ିଆ

ତିର୍ତ୍ତୋଲ,୪ା୧୨(ଡି.ଏନ.ଏ.): ତିର୍ତ୍ତୋଲ ନିକଟସ୍ଥ ମହାନଦୀପଠା ଗୋପିଆକୁଦଠାରେ ପାଳିତ ହୋଇଥିବା ଚେଳିତୋଳ ବାଲିଯାତ୍ରାକୁ ଆଉ କିଛିଦିନ ପରେ ମାସେ ପୁରିବ। ବାଲିଯାତ୍ରା ପରେ ପଡ଼ିଆ ସଫା କରାଯିବା କଥା। ମାତ୍ର ଏହି ପଡିଆରେ ଏ ପର୍ଯ୍ୟନ୍ତ ପଲିଥିନ ସମେତ ବିଭିନ୍ନ ବର୍ଜ୍ୟ ସାମଗ୍ରୀ…

ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ: ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି। ଏହି ଅନୁଯାୟୀ ଭିନ୍ନକ୍ଷମଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇ ପାରିବ ନାହିଁ। ଯଦି ସେଭଳି କିଛି ଘଟେ ତେବେ ଭିନ୍ନକ୍ଷମଙ୍କୁ କୋର୍ଟ, କଚେରି, ମାଲିମକଦ୍ଦମା ପରିଚାଳନା ପାଇଁ…

ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ‘ଫନୀ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସହାୟତା ଦିଅ’

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ଫନୀ ବାତ୍ୟା ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ଅନେକ କ୍ଷତି ହୋଇଛି। ତେଣୁ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସରକାରୀ ସହାୟତା ଦିଆଯିବା ଆବଶ୍ୟକ। କିନ୍ତୁ କୌଣସି ଜଣେ ହେଲେ ବି ଅଯୋଗ୍ୟଙ୍କୁ ଯେପରି ଯୋଗ୍ୟ ଦର୍ଶା ନ ଯିବ ସେଥିପ୍ରତି…

ଏକ ଦିବସୀୟ ଫୁଟବଲ୍‌: ନିମେଇସାପୁର ଚାମ୍ପିୟନ

ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏହାକୁ ବିଡିଓ ଜୀବନ ଚନ୍ଦ୍ର ମଲ୍ଲିକ ଉଦ୍‌ଘାଟନ କରିଥିଲେ। ଯୁବକ ସଂଘ ସଭାପତି…

କଳିଙ୍ଗ ବାଲିଯାତ୍ରାର ୨ୟ ସନ୍ଧ୍ୟା: ଦର୍ଶକଙ୍କୁ ଆକୃଷ୍ଟକଲା ଇଲିୟାନା ସିସ୍ତାରିସ୍ତଙ୍କ ନୃତ୍ୟ

ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍‌ବୁଲ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର କରାଯାଉଥିଲେ ମଧ୍ୟ ୨ୟ ସନ୍ଧ୍ୟା ସୁଦ୍ଧା ପୂର୍ଣ୍ଣ ପ୍ରସ୍ତୁତି ହୋଇପାରିନାହିଁ। ଫଳରେ ମହୋତ୍ସବ…

ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ଚିନ୍ତାରେ ଚାଷୀ: ଧାନ ପାଇଁ ପବନ, ପରିବାକୁ ବର୍ଷା ବିପଦ

ଜଗତ୍‌ସିଂହପୁର ଅଫିସ,୬ା୧୧: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। କିନ୍ତୁ ଦୁଃଖର କଥା ହେଲା ପ୍ରାକୃତିକ ବିପର୍ଯ୍ୟୟ ଜିଲାବାସୀଙ୍କ ମେରୁଦଣ୍ଡ ବଙ୍କା କରିସାରିଲାଣି। ଅଧିକାଂଶ ବର୍ଷ ବାତ୍ୟା, ବନ୍ୟା ଓ ପ୍ରବଳ ବର୍ଷା ଆଦି ଯୋଗୁ ଚାଷ ବାଧାପ୍ରାପ୍ତ…

କଟରା ରଶ୍ମିରଞ୍ଜନ ହତ୍ୟା ମାମଲା: ଆତ୍ମସମର୍ପଣ କଲେ ମାଷ୍ଟରମାଇଣ୍ଡ ମହାଦେବ

ତିର୍ତ୍ତୋଲ,୬ା୧୧(ଡି.ଏନ.ଏ.): ତିର୍ତ୍ତୋଲ ଥାନା ଅଧୀନ କଟରା ପଞ୍ଚାୟତ ଜଜାଙ୍ଗ ଗ୍ରାମର ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ମହାଦେବ କାଣ୍ଡି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ପଚରାଉଚରା କରିବା ପରେ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ଥାନା ପରିସରରେ…

ଅର୍ଥ ତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲା: ଅନ୍ୟତମ ଅଭିଯୁକ୍ତ ଗିରଫ

ପାରାଦୀପ,୬ା୧୧(ସ୍ବ.ପ୍ର.): ରାଜ୍ୟର ବହୁଚର୍ଚ୍ଚିତ ଅର୍ଥ ତତ୍ତ୍ୱ(ଏଟି ଗ୍ରୁପ୍‌)ଚିଟ୍‌ଫଣ୍ଡ ଠକେଇର ଅନ୍ୟତମ ଅଭିଯୁକ୍ତ ପବିତ୍ର ଦାସଙ୍କୁ ମଙ୍ଗଳବାର ପାରାଦୀପ ଅଭୟଚାନ୍ଦପୁର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପବିତ୍ରଙ୍କ ଘର ଏହି ଥାନା ଅଧୀନ ରଙ୍ଗିଆଗଡ଼ ଗ୍ରାମରେ। ସେ ୨୦୧୪ ଜୁନ୍‌ ୧୦ରୁ…

ଦୁର୍ଗାପୂଜା ପ୍ରସ୍ତୁତି ବୈଠକ:ମଦ ଦୋକାନରେ ପିଓଏସ୍‌ ବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୭ା୯: ଭାରତ ସରକାର ଡିଜିଟାଲ ପେମେଣ୍ଟ ଉପରେ ଗୁରୁତ୍ୱ ଦେଉଛନ୍ତି। ଏହି ଆଧାରରେ ଦଶହରା ସମୟରେ ଜଗତ୍‌ସିଂହପୁର ସହରରେ ଥିବା ମଦ ଦୋକାନଗୁଡିକରେ ପଏଣ୍ଟ ଅଫ ସେଲ୍‌ (ପିଓଏସ୍‌) ବ୍ୟବସ୍ଥା ହେବ। ଯଦ୍ଦ୍ବାରା ମଦ ବିକ୍ରେତା ଅଜଥା ଲେଜର…

ଖେଳଣା ବନ୍ଧୁକ ଦେଖାଇ ପ୍ରଧାନଶିକ୍ଷୟିତ୍ରୀଙ୍କସୁନାଚେନ ଲୁଟ୍‌

ତିର୍ତ୍ତୋଲ,୧୭ା୯(ଡି.ଏନ.ଏ.): ତିର୍ତ୍ତୋଲ ଥାନା ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ପ୍ରଧାନଶିକ୍ଷୟିତ୍ରୀଙ୍କ ସୁନାଚେନ୍‌ ଲୁଟ୍‌ ହୋଇଛି। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ଶ୍ରେଣୀଗୃହରେ ପଢାଉଥିବାବେଳେ ଦୁର୍ବୃତ୍ତ ଖେଳଣା ବନ୍ଧୁକ ଦେଖାଇ ତାଙ୍କ ଚେନ ଲୁଟି ନେଇଛନ୍ତି। ଲୁଟ୍‌ବେଳେ ପ୍ରଧାନଶିକ୍ଷୟିତ୍ରୀ ଆହତ ହୋଇଛନ୍ତି।…

ଜନଶୁଣାଣିରେ ଜିଲାପାଳଙ୍କ ଚେତାବନୀ:୬୦% ଅଭିଯୋଗ ସମାଧାନ ନ କଲେ ଦରମା ବନ୍ଦ

କୁଜଙ୍ଗ,୧୭ା୯(ସ୍ବ.ପ୍ର): ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣିରେ ବିଭିନ୍ନ ଅଧିକାରୀଙ୍କୁ ଦିଆଯାଉଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ଅତିକମ୍‌ରେ ୬୦ଭାଗ ସମାଧାନ କରିବାକୁ ହେବ। ନ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ଦରମା ବନ୍ଦ କରାଯିବ। ସୋମବାର କୁଜଙ୍ଗ ସୂଚନା ଭବନ ସମ୍ମୁଖରେ ଅୟୋଜିତ ଜିଲାପାଳଙ୍କ ଜନଶୁଣାଣି ଶିବିରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri