Tag Archives: jagatsinghpur

ଜନଶୁଣାଣିରେ ଜିଲାପାଳଙ୍କ ଚେତାବନୀ:୬୦% ଅଭିଯୋଗ ସମାଧାନ ନ କଲେ ଦରମା ବନ୍ଦ

କୁଜଙ୍ଗ,୧୭ା୯(ସ୍ବ.ପ୍ର): ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣିରେ ବିଭିନ୍ନ ଅଧିକାରୀଙ୍କୁ ଦିଆଯାଉଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ଅତିକମ୍‌ରେ ୬୦ଭାଗ ସମାଧାନ କରିବାକୁ ହେବ। ନ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ଦରମା ବନ୍ଦ କରାଯିବ। ସୋମବାର କୁଜଙ୍ଗ ସୂଚନା ଭବନ ସମ୍ମୁଖରେ ଅୟୋଜିତ ଜିଲାପାଳଙ୍କ ଜନଶୁଣାଣି ଶିବିରରେ…

ଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ବିଦ୍ୟାଳୟରେ ତାଲା

ନାଉଗାଁ,୨୩।୮(ସ୍ବ.ପ୍ର.): ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତରେ ଥିବା ଗୋପାଳଜୀଉ ଉ.ପ୍ରା. ବିଦ୍ୟାଳୟର ସହକାରୀ ଶିକ୍ଷକ ଉମାକାନ୍ତ ଆଚାଯର୍‌ୟଙ୍କୁ ନିଳମ୍ବନ କରିବା ପ୍ରତିବାଦରେ ଗୁରୁବାର ଛ୍ରାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷା କମିଟି ସଦସ୍ୟମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଦେବା…

ମହାନଦୀ ପୋଲକୁ ବିପଦ ଭାରିଯାନ: ଅଟକି ରହୁଛି ଶତାଧିକ ଟ୍ରକ

ପାରାଦୀପ,୨୩।୮(ସ୍ବ.ପ୍ର.): ପାରାଦୀପ-ଚଣ୍ଡିଖୋଲ ୫ନଂ (କ) ଜାତୀୟ ରାଜପଥର ଭୂତମୁଣ୍ଡାଇଠାରେ ମହାନଦୀ ଉପରେ ନିର୍ମାଣ ହୋଇଛି ଏକ ବୃହତ ପୋଲ। ୯୭୦ ମିଟର ଲମ୍ବ ବିଶିଷ୍ଟ ଏହି ପୋଲ ଉପରେ ଏବେ ଶତାଧିକ ଭାରିଯାନ ଧାଡ଼ିରେ ଅଟକି ରହୁଛି। ଅର୍ଥାତ୍‌ ପୋଲର ଗୋଟିଏ…

ପାରାଦୀପ-ହରିଦାସପୁର ରେଳପଥ : କାର୍ଯ୍ୟରେ ଅଙ୍କୁଶ ଲଗାଇଲେ ଏନ୍‌ଜିଟି

ପାରାଦୀପ,୨୩।୮(ସ୍ବ.ପ୍ର.): ପାରାଦୀପ-ହରିଦାସପୁର ରେଳପଥ ନିର୍ମାଣକୁ ନେଇ ଏବେ ପୁଣି ବିବାଦ ସୃଷ୍ଟି ହୋଇଛି। ଏହି ରେଳପଥ ନିର୍ମାଣ କ୍ଷେତ୍ରରେ ଅନିୟମିତତା ଏବଂ ଇଆଇଏ (ଏନଭର୍ନମେଣ୍ଟ ଇମ୍ପ୍ୟାକ୍ଟ ଆସେସମେଣ୍ଟ)କୁ ନେଇ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) କାର୍ଯ୍ୟରେ ଅଙ୍କୁଶ ଲଗାଇଛନ୍ତି। ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?