ବାଥରୁମରେ ଦୁଇଥର ବେହୋସ ହୋଇଗଲେ ପୂର୍ବତନ ଉପରାଷ୍ଟ୍ରପତି, AIIMSରେ ଭର୍ତ୍ତି ନୂଆଦିଲ୍ଲୀ,୧୨ା୧: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ ସପ୍ତାହରେ ଦୁଇଥର ଅଚେତ ହେବା ପରେ ସୋମବାର ଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବେଦିକ ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କର MRI କରାଯିବ।…